ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବେସରକାରୀ ସ୍କୁଲ ଫି ଛାଡ କରିବା ପ୍ରସଙ୍ଗ: ହାଇକୋର୍ଟଙ୍କ ଉପରେ ନିଷ୍ପତ୍ତି ଛାଡ଼ିଲେ ରାଜ୍ୟ ସରକାର

ଭୁବନେଶ୍ୱର: କରୋନା ସଂକଟ ସମୟରେ ବେସରକାରୀ ସ୍କୁଲ ଫି ଛାଡ କରିବା ପ୍ରସଙ୍ଗକୁ ନେଇ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ସରକାରଙ୍କୁ କହିଥିଲେ ହାଇକୋର୍ଟ । ଏ ନେଇ ସ୍ପଷ୍ଟ ଆଭିମୁଖ୍ୟ ରଖିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ଆଜି ଏ ନେଇ ହାଇକୋର୍ଟରେ ଜବାବ ଦାଖଲ କରିଛନ୍ତି ରାଜ୍ୟ ସରକାର। ବେସରକାରୀ ସ୍କୁଲ ଫି ଛାଡ କରିବା ପ୍ରସଙ୍ଗକୁ ନେଇ ହାଇକୋର୍ଟଙ୍କ ଉପରେ ନିଷ୍ପତ୍ତି ନେବା ଦାୟିତ୍ବ ଛାଡ଼ିଛନ୍ତି ରାଜ୍ୟ […]