ଦେଶ ବିଦେଶ ପର୍ଯ୍ୟଟନ ରାଜ୍ୟ

କୋଭିଡ଼ କଟକଣାରେ ଖୋଲିଲା ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ, ମାନିବାକୁ ପଡିବ କଟକଣା

ବାରିପଦା ୦୧।୧୧: ଖୋଲିଲା ଶିମିଳିପାଳ । କୋଭିଡ କଟକଣା ଭିତରେ ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଖୋଲିଛି । ଏନେଇ ସୂଚନା ଦେଇଛନ୍ତି ପ୍ରକଳ୍ପ କର୍ତ୍ତୃପକ୍ଷ । ତେବେ ଏଠାକୁ ଆସୁଥିବା ପର୍ଯ୍ୟଟକମାନେ କୋଭିଡ-୧୯ ନିୟମାବଳିକୁ ପାଳନ କରିବା ବାଧ୍ୟତାମୂଳକ କରାଯାଇଛି । ଏଠାକୁ ଦୈନିକ ସର୍ବାଧିକ ୩୫ଟି ଚାରି ଚକିଆ ଯାନ କଳିଆଣି ତନଖି ଫାଟକ ଯଶୀପୁର ଓ ୨୫ଟି ଚାରି ଚକିଆ ଯାନ ପିଠାବଟା ତନଖି ଫାଟକ ଦେଇ ଭିତରକୁ ପ୍ରବେଶ […]