ଭିମସାର: ମାସକ ମଧ୍ୟରେ କୋଭିଡ୍ରେ ୧୦ ମୃତ୍ୟୁ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବୁର୍ଲା : ବୁର୍ଲା ଭିମସାରରେ ପୁଣି ଜଣେ ଚିକିତ୍ସାଧୀନ କୋଭିଡ ରୋଗୀଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ପ୍ରାୟ ମାସେ ମଧ୍ୟରେ ମୃତ୍ୟୁ ସଂଖ୍ୟା ୧୦କୁ ପହଞ୍ଚିଛି। ଗତ ମାର୍ଚ ମାସ ୨୬ରେ ଏଠାରେ ପ୍ରଥମ କୋଭିଡ ମୃତ୍ୟୁ ହୋଇଥିଲା। କେବଳ […]









