ଜଳେଶ୍ବରରେ ଚଳନ୍ତା ଟ୍ରକକୁ ପଛରୁ ପିଟିଲା ଦ୍ରୁତଗାମୀ ଆମ୍ବୁଲାନ୍ସ; ଜଣେ ମୃତ, ୬ ଗୁରୁତର
ଜଳେଶ୍ଵର: ଚଳନ୍ତା ଟ୍ରକକୁ ଦ୍ରୁତଗାମୀ ଆମ୍ବୁଲାନ୍ସ ପଛପଟରୁ ଶକ୍ତ ଧକ୍କା ଦେଇଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଲୋକଙ୍କର ମୃତ୍ୟୁ ଘଟିଥିଲା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ୧୬ ନମ୍ବର ଜାତୀୟ ରାଜପଥର ଜଳେଶ୍ଵର ଥାନା ଅଧିନସ୍ଥ ନହଞ୍ଜରା ନିକଟସ୍ଥ ଖୁସି ପ୍ଲାଜା ନିକଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କର ପରିଚୟ ମିଳି ନଥିଲା ବେଳେ, ସେମାନେ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ ଆଜି ସକାଳ ପ୍ରାୟ […]









