ମମିତା ମେହେର ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ କଣ୍ଟାବାଞ୍ଜି ଜେଲରେ ଆତ୍ମହତ୍ୟା
କଣ୍ଟାବାଞ୍ଜି: ବହୁଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନ୍ସାଇନ୍ ପବ୍ଲିକ ସ୍କୁଲ୍ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ କଣ୍ଟାବାଞ୍ଜି ଜେଲରେ ଆତ୍ମହତ୍ୟା କରିଥିବାର ଖବର ମିଳିଛି। ସେ ଜେଲରେ ନିଜ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି। ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିଚାରାଧୀନ କଏଦୀ ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ପରିବାର ଲୋକେ। ଆଜି ଗୋବିନ୍ଦ କୋର୍ଟରେ ହାଜର ହୋଇଥାନ୍ତେ। ଏଣେ […]









