ଇଡି ଖୋଲିବ ରାଜ୍, ମଙ୍ଗଳବାରଠୁ ସାତ ଦିନିଆ ରିମାଣ୍ଡରେ ଅର୍ଚ୍ଚନା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ୱର ୦୬।୧୨: ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ଏବେ ଆରମ୍ଭ ହେବ ଅସଲି ଖେଳ । ପଦାକୁ ଆସିବ ନେତାଙ୍କ କାରନାମା । କାରଣ ଅର୍ଚ୍ଚନାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମଙ୍ଗଳବାରଠାରୁ ୭ଦିନିଆ ରିମାଣ୍ଡରେ ନେଇ ଜେରା କରିବ । […]









