ଅଧୁରା ରହିଗଲା ଜଗା ଦର୍ଶନ, ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
ଟାଙ୍ଗୀ ୦୧।୧୨ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକକୁ ପିଟିଲା କାର୍ । ଯେଉଁଥିରେ ୪ଜଣଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ୧୬ ନମ୍ବର ଜାତୀୟ ରାଜପଥର ବଡ଼ପୋଖରୀଆ ଛକ ନିକଟରେ ଘଟିଛି ଦୁର୍ଘଟଣା । ଖବର ଅନୁଯାୟୀ, ଏକ୍ କାର୍ଟି ବାଲୁଗାଁ ଆଡୁ ଖୋର୍ଦ୍ଧା ପଟୁ ଆସୁଥିଲା । ଏହି ସମୟରେ ଏକ ଟ୍ରକକୁ ଜୋରଦାର ଧକ୍କା ଦେଇଥିଲା କାର୍ । ଯାହାଫଳରେ କାର୍ରେ ଥିବା ୪ଜଣଙ୍କ ମୃତ୍ୟୁ ହୋଇଛି […]









