ଚାକିରି ଆଶାୟୀଙ୍କୁ ବଡ଼ ଭେଟି; ୭୧ ହଜାର ନିଯୁକ୍ତିପତ୍ର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ, ନବନିଯୁକ୍ତଙ୍କୁ ଦେବେ ଗୁରୁମନ୍ତ୍ର
ନୂଆଦିଲ୍ଲୀ: ଚାକିରି ଆଶାୟୀଙ୍କୁ ବଡ଼ ଭେଟି ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମଙ୍ଗଳବାର ନିଯୁକ୍ତି ମେଳା ମାଧ୍ୟମରେ ୭୧ହଜାର ଆଶାୟୀଙ୍କୁ ନିଯୁକ୍ତି ପତ୍ର ବିତରଣ କରାଯିବ । ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ସହିତ ନବନିଯୁକ୍ତଙ୍କୁ ଗୁରୁମନ୍ତ୍ର ଦେବେ ପିଏମ । ରୋଜଗାର ମେଳା ମାଧ୍ୟମରେ ଅନେକ ଯୁବବର୍ଗଙ୍କୁ ନିଯୁକ୍ତି ସୁଯୋଗ ମିଳିବ ଏବଂ ଦେଶର ବିକାଶରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ ବୋଲି ଆଶା କରାଯାଉଛି । […]









