୨୩ ରାତିରୁ ପୁଣି ବଢ଼ିବ ଶୀତ
ଭୁବନେଶ୍ବର : ରାଜ୍ୟର ଶୀତ ପ୍ରବାହରେ ସାମାନ୍ୟ ବିରାମ ଲାଗିଛି। ଗତକାଲି ରାତିରେ ରାଜ୍ୟର ପାରଦସ୍ତରରେ ବୃଦ୍ଧି ଦେଖାଯାଇଛି। କୋରାପୁଟର ସର୍ବନିମ୍ନ ତାପମାତ୍ରା ୧୧.୨ ଡିଗ୍ରି ରେକର୍ଡ ହୋଇଥିଲା। ଗତ ରାତିରେ ଏହା ଓଡ଼ିଶାର ଥଣ୍ଡା ସହର ପାଲଟିଥିଲା। ଏହା ପଛକୁ ଫୁଲବାଣୀରେ ୧୨.୨ ଡିଗ୍ରି ଓ ଦାରିଙ୍ଗବାଡ଼ିରେ ୧୨.୫ ଡିଗ୍ରି ରାତି ତାପମାତ୍ରା ରହିଥିଲା। ଗତକାଲି କଟକର ରାତି ତାପମାତ୍ରା ୧୯.୫ ଡିଗ୍ରି ରହିଥିବା ବେଳେ ଭୁବନେଶ୍ବରର ରାତି ତାପମାତ୍ରା ୧୯.୯ ଡିଗ୍ରି ରହିଥିଲା ବୋଲି […]









