ମାଙ୍ଗାଲୁରୁ ଅଟୋରିକ୍ସା ବ୍ଲାଷ୍ଟ୍ ଘଟଣା; ବିସ୍ଫୋରଣକାରୀକୁ ଚିହ୍ନଟ କଲା ପୋଲିସ, ଆଇଏସଆଇ ଲିଙ୍କ୍ରେ ଥିଲା ଅଭିଯୁକ୍ତ ମହମ୍ମଦ ସରିକ୍
ବେଙ୍ଗାଳୁରୁ: ମାଙ୍ଗାଲୁରୁ ବ୍ଲାଷ୍ଟ୍ ଘଟଣାର ପର୍ଦ୍ଦାଫଶ କରିଛି ପୋଲିସ । ଅଟୋରିକ୍ସାରୁ ଆଧାର କାର୍ଡ, ମୋବାଇଲ ସିମ୍ ଓ ପ୍ରେସର କୁକର ମିଳିବା ପରେ ବିସ୍ଫୋରଣରେ ଆତଙ୍କବାଦୀଙ୍କ ଲିଙ୍କ୍ ଥିବା କହିଛି ପୋଲିସ୍ । ଇଲୋକ୍ଟ୍ରୋନିକ୍ସ ଡିଭାଇସ୍ ମାଧ୍ୟମରେ ଚଳନ୍ତା ଅଟୋରିକ୍ସାରେ ଆଇଡି ବ୍ଲାଷ୍ଟ କରାଯାଇଥିଲା । ପୋଲିସ ତଦନ୍ତ କରି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୁକ୍ତ ଯୁବକକୁ ଚିହ୍ନଟ କରିଛି । ଶନିବାର ମାଙ୍ଗାଲୁରୁ ରାସ୍ତାରେ ଏକ ଅଟୋରିକ୍ସା ଯାଉଥିବା ବେଳେ ହଠାତ୍ ବିସ୍ଫୋରଣ ହୋଇଥିଲା […]









