୫ ବଡ଼ କଂପାନି ଭାଙ୍ଗିବାକୁ କହିଥିବା ବିରଳ ଆଚାର୍ଯ୍ୟ କିଏ?
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଦିଲ୍ଲୀ : ଆଇଆଇଟି ବମ୍ବେ ଓ ନ୍ୟୁୟର୍କ ବିଶ୍ବବିଦ୍ୟାଳୟରେ ପାଠପଢ଼ିଥିବା ବିରଳ ଆଚାର୍ଯ୍ୟ ହେଉଛନ୍ତି ଜଣେ ଭାରତୀୟ ଅର୍ଥନୀତିଜ୍ଞ। ୨୦୧୭ରେ ତାଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ଭାବେ ତିନି ବର୍ଷ ପାଇଁ ନିଯୁକ୍ତି ଦିଆଯାଇଥିଲା। ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର […]









