କାଠ ବୋଝେଇ ପିକ୍ଅପ୍ ଭ୍ୟାନ୍ ଜବତ, ତିନି ଗିରଫ
ଉଦଳା ୨୨।୦୯ : କାଠ ବୋଝେଇ ପିକ୍ଅପ୍ ଭ୍ୟାନ୍ ଜବତ । ଚୋରା ଚାଲାଣ ବେଳେ ଧରିଲା ବନବିଭାଗ । ଏହାସହିତ ଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗିରଫ ହୋଇଥିବା ୩ ଅଭିଯୁକ୍ତମାନେ ହେଲେ ବାଲେଶ୍ୱର ଜିଲ୍ଲା ମରେଈଗାଁର ମୁରଲୀ ପାତ୍ର, ବାବୁ ସିଂ ଏବଂ କାକବୁରେଇ ଗ୍ରାମର ମହେଶ୍ୱର ହାତୀ ବୋଲି ଜଣାପଡିଛି । ଖବର ଅନୁଯାୟୀ, ଚୋରା କାଠ ଚାଲାଣ ହେଉଥିବା ନେଇ ଖବର ପାଇବା ପରେ ଗୁରୁବାର ଭୋର […]