ପ୍ରେମିକ ସାଜିଲା ବଇରି: ୯ ମାସର ଗର୍ଭବତୀ ପ୍ରେମିକାକୁ ବିବାହ କରିବାକୁ ନାରାଜ, ଏସପିଙ୍କ ଦ୍ୱାରସ୍ଥ ହେଲେ ପରିବାର
ବଲାଙ୍ଗୀର ୨୦/୦୯: ପ୍ରଥମେ ପ୍ରେମ ସମ୍ପର୍କ ଆଉ ପରେ ପ୍ରତାରଣା l ନଅ ମାସର ଗର୍ଭବତୀ ଯୁବତୀ ଏବେ ନ୍ୟାୟ ପାଇଁ ଏସପିଙ୍କ ଦ୍ୱାରସ୍ତ ହୋଇଛି। ଏମିତି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ପିପଲପଦର ଗାଁରେ ଦେଖିବାକୁ ମିଳିଛି। ଗାଁର ବୃନ୍ଦାବନ ଛତ୍ରିଆଙ୍କ ଝିଅ ସେହି ଗାଁର ସୁମନ୍ତ ଭୋଇ ପରସ୍ପରକୁ ଦୀର୍ଘ ଛଅ ବର୍ଷ ହେଲା ଭଲ ପାଉଥିଲେ । ହେଲେ ଶେଷରେ ପ୍ରେମିକ ସୁମନ୍ତ ପ୍ରେମିକାଙ୍କୁ ଗର୍ଭବତୀ କରି ପ୍ରତାରଣା କରୁଛି। […]