ଦୁଷ୍କର୍ମ ମାମଲା: ଦୋଷୀକୁ ୧୦ ବର୍ଷ ଜେଲ୍
ନୟାଗଡ଼ : ନୟାଗଡ଼ ଫାଷ୍ଟ ଟ୍ରାକ୍ କୋର୍ଟ ବିଚାରପତି ବିରଞ୍ଚି କୁମାର ରଥ ଏକ ଦୁଷ୍କର୍ମ ମାମଲାର ବିଚାର କରି ଦୋଷୀକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହିତ ଓ ୨୫ ହଜାର ଟଙ୍କା ଜରିମାନା ପ୍ରଦାନ କରିବାକୁ ରାୟ ଦେଇଛନ୍ତି। ଦୋଷୀ ଜଣକ ଶରଣକୁଳ ଥାନା ନୂଆଗାଁ ଲଡ଼ୁକେଶ୍ବରପୁରର ମୁରଲୀ ନାୟକଙ୍କ ପୁଅ କାହ୍ନୁ ନାୟକ(୨୨)। ୨୦୧୬ ଅଗଷ୍ଟ ମାସରେ କାହ୍ନୁ ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରିଥିଲା। ଯୁବତୀ ଜଣକ ରାତିରେ ଘରେ ଶୋଇଥିବା ବେଳେ, […]