ଟୁଙ୍ଗୁରୁ ପାଇଁ ଅଟୋ ଡ୍ରାଇଭର ବଦନାମ୍, ସମାଧାନ ନହେଲେ ରାସ୍ତାକୁ ଓହ୍ଲାଇବ ସ୍ମାର୍ଟ ସିଟି ଅନଲାଇନ ଅଟୋ ଗ୍ରୁପ
ଭୁବନେଶ୍ବର ୦୩।୦୭ : ଏବେ ଚାରିଆଡେ ଟୁଙ୍ଗୁରୁ-ବର୍ଷାଙ୍କ ପ୍ରେମକାହାଣୀ । ଗାଁଠୁ ସହର ଯାଏଁ ସବୁଆଡେ ଚର୍ଚ୍ଚା । ଉଭୟଙ୍କୁ ନେଇ ସୋସିଆଲ୍ ମିଡିଆରେ ଘୁରି ବୁଲୁଛି ବିଭିନ୍ନ ବ୍ୟଙ୍ଗାତ୍ମକ ଶଦ୍ଦ ଏବଂ ଫଟୋ । ଏହା ସହ କିଛି ସଙ୍ଗୀତ ନିର୍ଦ୍ଦେଶକମାନେ ଟୁଙ୍ଗୁରୁ ଓ ବର୍ଷାକୁ ନେଇ ଜାରି ରଖିଛନ୍ତି ନିଜର ଆଲବମ୍ । ଯାହାକୁ ନେଇ ରାଜରାସ୍ତାରେ ଏବେ ମହିଳାମାନଙ୍କୁ କମେଣ୍ଟର ଶିକାର ହେବାକୁ ପଡ଼ୁଛି । ଖାଲି ମହିଳା ନୁହେଁ ଅଟୋ ଡ୍ରାଇଭରମାନେ […]