ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୬୯ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୨୭।୦୬ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୩୨୮କୁ ବୃଦ୍ଧି ପାଇଛି […]