ବଦଳିବ ସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ଡ୍ରେସ୍କୋଡ: ଶିକ୍ଷୟିତ୍ରୀ ପିନ୍ଧିବେ ମଠା ଶାଢ଼ି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ବଦଳିବ ସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ଡ୍ରେସ୍କୋଡ। ବହୁ ବର୍ଷ ଧରି ଘୋଷଣାରେ ଅଟକିଥିବା ଏହି ପ୍ରସ୍ତାବକୁ ୨୦୨୩-୨୪ ଶିକ୍ଷାବର୍ଷରୁ ଲାଗୁ କରିବାକୁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁ୍ତ କରିଛନ୍ତି। ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟଗୁଡ଼ିକୁ […]









