ଆଜି କ୍ୟାବିନେଟ୍ : ୧୦ରୁ ଅଧିକ ପ୍ରସ୍ତାବ ପାରିତ ହେବା ସୂଚନା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଶନିବାର ପୂର୍ବାହ୍ନରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ପାରିତ ହେବ ବୋଲି ସୂଚନା ମିଳିଛି। ୨୦୨୩ ମସିହାର ଏହା ପ୍ରଥମ କ୍ୟାବିନେଟ୍ ବୈଠକ […]









