ସମ୍ବଲପୁରରେ ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ମିଳିଲା ଗାଡ଼ିଚାଳକଙ୍କ ମୃତଦେହ, ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ରେଙ୍ଗାଲି: ସମ୍ବଲପୁର ଶାସନ ଥାନା ଅନ୍ତର୍ଗତ ବିଶାଳଖିଣ୍ଡା ସ୍ଥିତ ଶାସନ କେନାଲକୁ ଏକ ବୋଲେରୋ ଗାଡ଼ି ଖସି ୭ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଆହତ ହୋଇଥିବା ଖବର ଚାଞ୍ଚଲ୍ୟ ଖେଳାଇଦେଇଛି। ୭ ମୃତକଙ୍କ ପରିଚୟ ମିଳିଛି। ଏହି ମୃତକମାନେ ହେଲେ […]









