ଓମ୍ଫେଡ୍ ଦୁଗ୍ଧ ୨ ଟଙ୍କା ବଢ଼ିଲା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ . ଭୁବନେଶ୍ବର : ଗୋଖାଦ୍ୟ, ଚାରା, ଔଷଧ, ଇନ୍ଧନ ଆଦିରେ କୃଷକଙ୍କ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ଓମ୍ଫେଡ୍ ପକ୍ଷରୁ ଦୁଗ୍ଧ ମୂଲ୍ୟରେ ୨ ଟଙ୍କା ବୃଦ୍ଧି ଘୋଷଣା କରାଯାଇଛି। ଏପ୍ରିଲ୍ ୧ରୁ ନୂଆ ଦର ଲାଗୁ ହେବ। ଓମ୍ଫେଡ୍ର ୫୦୦ […]









