ରାଜ୍ୟରେ ୧୮ହଜାର ୨୬୮ଲୋକଙ୍କ ହାତରେ ବନ୍ଧୁକ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ . ଭୁବନେଶ୍ବର : ରାଜ୍ୟର ୧୮ହଜାର ୨୬୮ଜଣଙ୍କୁ ବନ୍ଧୁକ ଲାଇସେନ୍ସ ପ୍ରଦାନ କରାଯାଇଛି। ସେମାନେ ବ୍ୟକ୍ତିଗତ ସୁରକ୍ଷା, ବ୍ୟାଙ୍କ ସମ୍ପତ୍ତି ସୁରକ୍ଷା, କ୍ରୀଡ଼ା ଓ ଟାର୍ଗେଟ ଅଭ୍ୟାସ ପାଇଁ ଜିଲ୍ଲା ଆରକ୍ଷୀ ଅଧିକାରୀଙ୍କ ରିପୋର୍ଟ ଆଧାରରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଏହି ବନ୍ଧୁକ […]









