ମା ମାଣିକେଶ୍ୱରୀ ପୀଠରେ ଲାଗି ହେଲା ନବାନ୍ନ ଭୋଗ
ଭବାନୀପାଟଣାର ମା ମାଣିକେଶ୍ୱରୀ ପୀଠରେ ନବାନ୍ନ ଭୋଗ ଲାଗି ହୋଇଛି। ସର୍ବସାଧାରଣଙ୍କ ନିମନ୍ତେ ସକାଳ ୧୦ଟା ୩୦ ମିନିଟ ଗତେ ଓ ଅପରାହ୍ନ ୧୨ଟା ୩୬ମିନିଟ ମଧ୍ୟେ ନବାନ୍ନ ଭକ୍ଷଣ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ଭବାନୀପାଟଣା: ଭବାନୀପାଟଣାର ମା ମାଣିକେଶ୍ୱରୀ ପୀଠରେ ନବାନ୍ନ ଭୋଗ ଲାଗି ହୋଇଛି। ସର୍ବସାଧାରଣଙ୍କ ନିମନ୍ତେ ସକାଳ ୧୦ଟା ୩୦ ମିନିଟ ଗତେ ଓ ଅପରାହ୍ନ ୧୨ଟା ୩୬ମିନିଟ ମଧ୍ୟେ ନବାନ୍ନ ଭକ୍ଷଣ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା […]









