ଧର୍ମେନ୍ଦ୍ରଙ୍କୁ ପ୍ରଣବପ୍ରକାଶଙ୍କ ପ୍ରଶ୍ନ: ହିଂସାକୁ ସମର୍ଥନ କରି କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି?
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭବେଳେ ପୁଲିସର କାର୍ଯ୍ୟାନୁଷ୍ଠାନକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମାଲୋଚନା କରିବା ସହ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ପରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟୁଇଟ୍ କରି ଜବାବ୍ ଦେଇଛନ୍ତି। ପ୍ରଣବ ପ୍ରକାଶ […]









