ଶିକ୍ଷକ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର ଅବସ୍ଥାରେ ଏମକେସିଜିରେ ଭର୍ତ୍ତି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଡେଙ୍ଗାଡିରେ ଆଜି ଏକ ଅଭାବନୀୟ ଘଟଣା ଘଟିଥିବାର ଖବର ମିଳିଛି। ଏଠାରେ ଉଭୟ ସ୍ୱାମୀ ଓ ସ୍ତ୍ରୀ ଙ୍କ ଆତ୍ମହତ୍ୟା ଉଦ୍ୟମ କରିଛଡ଼୍ତି। ତେବେ ସ୍ତ୍ରୀଙ୍କର ଘରେ ହିଁ ମୃତ୍ୟୁ ଘଟିଛି। ତେବେ […]









