ଗୋ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ତତ୍ପରତା
ଭୁବନେଶ୍ବର: ଗୋ ସୁରକ୍ଷା ପାଇଁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏନେଇ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ବିଧାନସଭାରେ ବିଧାୟକମାନଙ୍କୁ ଗୋଟିଏ ଗୋଟିଏ ଗୋ ଶାଳା ନିର୍ମାଣ କରିବାକୁ ନିବେଦନ କରଛନ୍ତି। ସେ କହିଛନ୍ତି, ସବୁ ବିଧାୟକ କରନ୍ତୁ, ୯୦% ସବସିଡି ଦିଆଯିବ। ଗାଈ ପାଇଁ ଦିନକୁ ୫୪ ଟଙ୍କା ଦିଆଯିବ। ଚଳିତ ବର୍ଷ ୨୦୦ ଗୋ ଶଳା ନିର୍ମାଣ ଲାଗି ଲକ୍ଷ୍ୟ ରଖିଛନ୍ତି ସରକାର। ସବୁ ବିଧାୟକ ନିଜ ଅଞ୍ଚଳରେ ଗୋଟିଏ ଗୋ ଶାଳା […]









