କୋରାପୁଟ ଜିଲ୍ଲାରେ ମୃଦୁ ଭୂମିକମ୍ପ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କୋରାପୁଟ: କୋରାପୁଟ ଜିଲ୍ଲାରେ ଶୁକ୍ରବାର ଭୋର ୫.୫ ମିନିଟରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଜିଲ୍ଲାର ନାରାୟଣପାଟଣା ଓ ଲକ୍ଷ୍ମୀପୂରରେ ଏହି ଭୂକମ୍ପ ହୋଇଥିବା ସାଧାରଣରେ ମତ ପ୍ରକାଶ ପାଇଛି। ହଠାତ ଭୋରରେ ଲୋକେ ଉଠିଥିବାବେଳେ ଝରକା ଗୁଡିକ ଆପେ ଆପେ […]









