ଭାରତୀୟ ସେନା ବାହିନୀରେ ଯୋଗଦେବା ପାଇଁ ମାର୍ଚ୍ଚ ୨୩ ସୁଦ୍ଧା ପଞ୍ଜୀକରଣ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : ଭାରତୀୟ ସେନା ବାହିନୀରେ ଯୋଗଦେବା ପାଇଁ ଦେଶବ୍ୟାପୀ ନିଯୁକ୍ତି ରାଲି ଅନୁଷ୍ଠିତ ହେବ। ଜେସିଓ/ଓଆର ପଦବି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆବେଦନ ଓ ପରୀକ୍ଷା ପଦ୍ଧତିକୁ ସଂପର୍କରେ କଟକ ଆର୍ମି ରିକ୍ରୁଟମେଣ୍ଟ୍ ଅଫିସ ପକ୍ଷରୁ ସୂଚନା ଦିଆଯାଇଛି। […]









