ନବୀନ ନିବାସରେ ବିଜେଡି ବିଧାୟକଙ୍କ ବୈଠକ; ବଜେଟ୍ର ଲୋକାଭିମୁଖୀ ଦିଗ ସମ୍ପର୍କରେ ବୁଝାଗଲା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ଆଜି ବିଧାନସଭାରେ ବଜେଟ୍ ଉପସ୍ଥାପନ ହେଲା ପରେ ବିଜେଡିର ସବୁ ମନ୍ତ୍ରୀ ଓ ବିଧାୟକଙ୍କୁ ନବୀନ ନିବାସ ଡକାଯାଇଥିଲା। ସନ୍ଧ୍ୟା ପ୍ରାୟ ୭ଟା ସୁଦ୍ଧା ୧୦୦ରୁ ଅଧିକ ବିଧାୟକ ପହଞ୍ଚିଯାଇଥିଲେ। ୭ଟାରେ ବୈଠକ ଆରମ୍ଭ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ […]









