ଗୋପାଳକୁ ପାଗଳ ପ୍ରମାଣ କରିବା ପାଇଁ ବିକଳ: ନରସିଂହ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତିକୁ ଗ୍ରହଣ କରିନାହାନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ଗଣମାଧ୍ୟମକୁ ସେ କହିଛନ୍ତି ଯେ ଏହି ହତ୍ୟାକାଣ୍ଡର ଷଡ଼ଯନ୍ତ୍ର ଦିଗକୁ ଏ ଯାଏ କ୍ରାଇମ୍ବ୍ରାଞ୍ଚ୍ର ତଦନ୍ତ ପରିସରଭୁକ୍ତ କରାଯାଇ ନାହିଁ। କିନ୍ତୁ ମୁଖ୍ୟମନ୍ତ୍ରୀ […]









