ପାଳଲହଡ଼ା ଥାନାରେ ଥାର୍ଡ ଡିଗ୍ରି ଘଟଣା: ଏସ୍ଆଇଙ୍କ ସମେତ ୩ ଜଣଙ୍କ ନାଁରେ ମାମଲା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଖମାର : ପାଳଲହଡ଼ା ଥାନାରେ ଥାନା ପୁଲିସର ବର୍ବରତା ଓ ଥାର୍ଡ ଡିଗ୍ରି ଘଟଣାରେ ଏସ୍ଆଇଙ୍କ ସମେତ୩ଜଣଙ୍କ ନାଁରେ ମାମଲା ରୁଜୁ କରାଯାଇଛି। ସେମାନେ ହେଲେ, ପାଳଲହଡ଼ା ଥାନା ସବ ଇନ୍ସ୍ପେକ୍ଟର ଗୋବିନ୍ଦ ସାହୁ, କନେଷ୍ଟବଳ ଚନ୍ଦନ ମିଶ୍ର ଓ ହୋମଗାର୍ଡ […]









