ଜଷ୍ଟିସ୍ ପୂଜାହାରୀ ମାନବାଧିକାର ଆୟୋଗ ଅଧ୍ୟକ୍ଷ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନକ୍ରମେ ଆଜି ରାଜ୍ୟ ସରକାର ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଶତ୍ରୁଘ୍ନ ପୂଜାହାରୀଙ୍କୁ ଓଡ଼ିଶା ମାନବାଧିକାର ଆୟୋଗ (ଓଏଚ୍ଆର୍ସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ସେହିପରି ଆଇନଜୀବୀ ଅସୀମ ଅମିତାଭ ଦାଶଙ୍କୁ ଓଡ଼ିଶା […]









