ସ୍ତ୍ରୀକୁ ହତ୍ୟା କରି ଚାଲିଗଲା ସ୍ବାମୀ, ଜାଣିପାରିଲାନି ପାଖରେ ଶୋଇଥିବା ସାଙ୍ଗ
ସ୍ତ୍ରୀକୁ ହତ୍ୟା କରି ଚାଲିଗଲା ସ୍ବାମୀ । ଜାଣିପାରିଲାନି ପାଖରେ ଶୋଇଥିବା ସାଙ୍ଗ। ବେଙ୍ଗାଲୁରୁରେ ଘଟିଛି ଏଭଳି ଘଟଣା। ହତ୍ୟା ପଛର କାରଣ ସାମ୍ନାକୁ ଆସିନଥିବା ବେଳେ ସ୍ବାମୀକୁ ଅଟକ ରଖିଛି ପୁଲିସ। ବେଙ୍ଗାଲୁରୁ: ସ୍ତ୍ରୀକୁ ହତ୍ୟା କରି ଚାଲିଗଲା ସ୍ବାମୀ । ଜାଣିପାରିଲାନି ପାଖରେ ଶୋଇଥିବା ସାଙ୍ଗ। ବେଙ୍ଗାଲୁରୁରେ ଘଟିଛି ଏଭଳି ହୃଦୟଥରା ଘଟଣା। ହତ୍ୟା ପଛର କାରଣ ସାମ୍ନାକୁ ଆସିନଥିବା ବେଳେ ସ୍ବାମୀକୁ ଅଟକ ରଖିଛି ପୁଲିସ। କୁହାଯାଉଛି ଯେ, ସ୍ବାମୀ ଉପରେ ରାଗି […]









