ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ୨୦୨୨-୨୩ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରୁ ୨୦୦.୪୩ ନିୟୁତ ଟନ୍ ପଣ୍ୟ ବୋଝେଇ କରି ନୂତନ ରେକର୍ଡ ସୃଷ୍ଟି କରିଛି। ମାତ୍ର ୩୧୦ ଦିନ ତଥା ଚଳିତ ଆର୍ଥିକ ବର୍ଷ ଶେଷ ହେବାର ୫୫ […]









