୪ଡିଗ୍ରି ଯାଏ କମିବ ସର୍ବନିମ୍ନ ତାପମାତ୍ରା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ୱର : ଗତକାଲି ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇଛି। ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତିର ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି। ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ୩ରୁ ୪ […]









