୨୯ରେ ଯୁବଜ୍ୟୋତି କ୍ଲବ୍, ‘ସମ୍ବାଦ-ଆମ ଓଡ଼ିଶା’ ପକ୍ଷରୁ ରକ୍ତଦାନ ଶିବିର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବଅଁରପାଳ :ବଅଁରପାଳ ବ୍ଲକ ଅନ୍ତର୍ଗତ ବଅଁରପାଳ ସ୍ୱରସ୍ୱତୀ ଶିଶୁ ମନ୍ଦିରରେ ଆସନ୍ତା ୨୯ ତାରିଖରେ ସର୍ବ ପୁରାତନ ଯୁବଜ୍ୟୋତି କ୍ଲବ୍ ଓ ‘ସମ୍ବାଦ ଆମ ଓଡ଼ିଶା’ ମିଳିତ ସହଯୋଗରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହେବ। ଏଥି ପାଇଁ ଏକ […]








