ସ୍କୁଲ୍ ଶୌଚାଳୟରେ ୪ ଘଣ୍ଟା ଫସିଲେ ଛାତ୍ର: ପ୍ରଧାନଶିକ୍ଷୟିତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ୍
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ହିଞ୍ଜିଳିକାଟୁ: ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକ୍ ପଳାସି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ମଧ୍ୟାହ୍ନ ଗୋଟାଏରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଜଣେ ଛାତ୍ର ଶୌଚାଳୟ ଭିତରେ ଫସି ରହିଥିଲେ। ପରେ, ଗ୍ରାମବାସୀମାନେ ସମ୍ପୃକ୍ତ ଛାତ୍ରଙ୍କୁ ଉଦ୍ଧାର […]









