ରାଜ୍ୟ

କଳିଙ୍ଗ ବିହାରରେ ହେବ ସାପ୍ତାହିକ ହାଟ: ପ୍ରକଳ୍ପସ୍ଥଳ ବୁଲିଦେଖିଲେ କମିସନର

କଳିଙ୍ଗବିହାର ସାପ୍ତାହିକ ହାଟ ହେବା ପରେ ମୁଖ୍ୟ ରାସ୍ତାରେ ସୃଷ୍ଟି ହେଉଥିବା ଟ୍ରାଫିକ୍‌ ସମସ୍ୟା ଦୂର ହେବ। ପରିବା ଓ ଅନ୍ୟାନ୍ୟ ବ୍ୟବସାୟୀମାନେ ଖରା ଓ ବର୍ଷାରେ ସୁରକ୍ଷିତ ଭାବେ ନିଜର ଉତ୍ପାଦିତ ସାମଗ୍ରୀ ବିକ୍ରି କରିପାରିବେ। ରାଉରକେଲା: କଳିଙ୍ଗ ବିହାର ମୁଖ୍ୟ ରାସ୍ତାରୁ ପରିବା ବ୍ୟବସାୟୀ ହଟିବେ। ଟ୍ରାଫିକ୍‌ ସମସ୍ୟା ଏଡାଇବାକୁ ରାଉରକେଲା ମହାନଗର ନିଗମ (ଆର୍‌ଏମ୍‌ସି) କଳିଙ୍ଗବିହାର ସଙ୍କଟମୋଚନ ମନ୍ଦିର ନିଟସ୍ଥ ଖାଲି ସ୍ଥାନରେ ସାପ୍ତାହିକୀ ହାଟ ନିର୍ମାଣ କରିବାକୁ ଯାଉଛି। ଆର୍‌ଏମ୍‌ସି କମିସନର […]

ରାଜ୍ୟ

ବାଧକ ସାଜିଲା କୋହଲାପାଗ: ‌ଓହ୍ଲାଇପାରିଲାନି ରାଜ୍ୟପାଳଙ୍କ ବିମାନ

କୋହଲାପାଗ ଯୋଗୁ ରାଉରକେଲା ବିମାନବନ୍ଦରରେ ବିମାନ ଅବତରଣ କରିପାରି ନ ଥିଲା। ଆକାଶରେ ଚକ୍କର କାଟି ଶେଷରେ ରାଜ୍ୟପାଳଙ୍କ ବିମାନ ଭୁବନେଶ୍ବର ଫେରିଯାଇଥିଲା। ବିମାନବନ୍ଦରରେ ସୁନ୍ଦରଗଡ଼ ଜିଲ୍ଲାପାଳ, ଆର୍‌ଏସ୍‌ପିର ବରିଷ୍ଠ ଅଧିକାରୀ ଓ ବିଜେପିର ବହୁ ନେତାମାନେ ସ୍ବାଗତ ଜଣାଇବାକୁ ଅପେକ୍ଷା କରିଥିଲେ। ରାଉରକେଲା: ରାଜ୍ୟପାଳ ରଘୁବର ଦାସଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ ବାତିଲ ହୋଇଛି। କୋହଲାପାଗ ଯୋଗୁ ରାଉରକେଲା ବିମାନବନ୍ଦରରେ ବିମାନ ଅବତରଣ କରିପାରି ନ ଥିଲା। ଆକାଶରେ ଚକ୍କର କାଟି ଶେଷରେ ରାଜ୍ୟପାଳଙ୍କ ବିମାନ […]

ରାଜ୍ୟ

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ୧୬ତମ ବଳିଦାନ ଦିବସ ଅବସରରେ ରାଜଧାନୀରେ ବିଶାଳ ଗଣଦୌଡ଼

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ଶ୍ରାଦ୍ଧବାର୍ଷିକୀ ତଥା ୧୬ତମ ବଳିଦାନ ଦିବସ ଅବସରରେ ରାଜଧାନୀ ଭୁବନେଶ୍ବରରେ ବିଶାଳ ଗଣଦୌଡ଼ ଅନୁଷ୍ଠିତ ହୋଇଛି। ଏଥିରେ ବହୁ ସାଧୁସନ୍ଥ ଏବଂ  ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ଅନୁଗାମୀ ଯୋଗ ଦେଇଥିଲେ। ଭୁବନେଶ୍ବର/ଫୁଲବାଣୀ/ତୁମୁଡ଼ିବନ୍ଧ: ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ଶ୍ରାଦ୍ଧବାର୍ଷିକୀ ତଥା ୧୬ତମ ବଳିଦାନ ଦିବସ ଅବସରରେ ରାଜଧାନୀ ଭୁବନେଶ୍ବରରେ ବିଶାଳ ଗଣଦୌଡ଼ ଅନୁଷ୍ଠିତ ହୋଇଛି। ଏଥିରେ ବହୁ ସାଧୁସନ୍ଥ ଏବଂ  ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ଅନୁଗାମୀ ଯୋଗ ଦେଇଥିଲେ। ଏହି ବିଶିଷ୍ଟ ବ୍ୟକ୍ତିମାନେ ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ […]

ରାଜ୍ୟ

ବାର୍ଡ ଫ୍ଲୁ କୁକୁଡ଼ାର ସଂସ୍ପର୍ଶରେ ମଣିଷ ଆସିବା ଉଚିତ ନୁହେଁ

ବାର୍ଡ ଫ୍ଲୁକୁ ନେଇ ସ୍ଥିତି ଚିନ୍ତାଜନକ ରହିଛି। ଏଣୁ ଏବେ କିଛି ଦିନ ପାଇଁ ଚିକେନ୍ ନ ଖାଇବା ଭଲ ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ମତ ରଖିଛନ୍ତି। ସେ କହିଛନ୍ତି, ବାର୍ଡ ଫ୍ଲୁକୁ ନେଇ ଜିଲ୍ଲା ମାନଙ୍କୁ ମାର୍ଗଦର୍ଶିକା ଦିଆଯାଇଛି। ଭୁବନେଶ୍ବର: ବାର୍ଡ ଫ୍ଲୁକୁ ନେଇ ସ୍ଥିତି ଚିନ୍ତାଜନକ ରହିଛି। ଏଣୁ ଏବେ କିଛି ଦିନ ପାଇଁ ଚିକେନ୍ ନ ଖାଇବା ଭଲ ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ମତ ରଖିଛନ୍ତି। ସେ […]

ରାଜ୍ୟ

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରାହୁଲ ନବୀନ

ତିନିଦିନିଆ ଓଡ଼ିଶା ଗସ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ନିର୍ଦ୍ଦେଶକ ରାହୁଲ ନବୀନ। ସେ ଆସନ୍ତାକାଲି ମଙ୍ଗଳବାର ଭୁବନେଶ୍ବରରେ ପହଞ୍ଚିବେ। ସେ କଟକ ଓ ଭୁବନେଶ୍ବରରେ ବିଭାଗୀୟ ଅଧିକାରୀମାନଙ୍କ ସହ ସମୀକ୍ଷା ବୈଠକରେ ଯୋଗ ଦେବେ। ଭୁବନେଶ୍ୱର: ତିନିଦିନିଆ ଓଡ଼ିଶା ଗସ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ନିର୍ଦ୍ଦେଶକ ରାହୁଲ ନବୀନ। ସେ ଆସନ୍ତାକାଲି ମଙ୍ଗଳବାର ଭୁବନେଶ୍ବରରେ ପହଞ୍ଚିବେ। ସେ କଟକ ଓ ଭୁବନେଶ୍ବରରେ ବିଭାଗୀୟ ଅଧିକାରୀମାନଙ୍କ ସହ ସମୀକ୍ଷା ବୈଠକରେ ଯୋଗ ଦେବେ।  ଏହାଛଡ଼ା ଆସନ୍ତା ୨୮ ତାରିଖରେ […]

ଦେଶ ବିଦେଶ

ହାଇଦ୍ରାବାଦ କେବଳ ତେଲେଙ୍ଗାନାର ରାଜଧାନୀ ହେଲା: ସରକାରୀ ଭାବେ ଆନ୍ଧ୍ରପ୍ରଦେଶର କୌଣସି ରାଜଧାନୀ ନାହିଁ

ହାଇଦ୍ରାବାଦ୍: ଦେଶର ସବୁଠାରୁ ବ୍ୟସ୍ତବହୁଳ ସହର ମଧ୍ୟରୁ ହାଇଦ୍ରାବାଦ ଆଉ ଦୁଇ ରାଜ୍ୟର ରାଜଧାନୀ ନୁହେଁ। ଆନ୍ଧ୍ରପ୍ରଦେଶ ପୁନର୍ଗଠନ ଆଇନ, ୨୦୧୪ ଅନୁଯାୟୀ, ରବିବାର ଠାରୁ ହାଇଦ୍ରାବାଦ ବର୍ତ୍ତମାନ କେବଳ ତେଲେଙ୍ଗାନାର ରାଜଧାନୀ ହୋଇଛି, ଯାହା ବର୍ତ୍ତମାନ ପର୍ଯ୍ୟନ୍ତ ମଧ୍ୟ ଆନ୍ଧ୍ରପ୍ରଦେଶର ଥିଲା। ଯେହେତୁ ୨ ଜୁନ୍ ୨୦୧୪ରେ ଆନ୍ଧ୍ରପ୍ରଦେଶର ବିଭାଜନ ପରେ ତେଲେଙ୍ଗାନା ରାଜ୍ୟ ଗଠନ ହୋଇଥିଲା। ହାଇଦ୍ରାବାଦ ଉଭୟ ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନା ରାଜ୍ୟର ରାଜଧାନୀ ହୋଇ ରହିଲା। ଆନ୍ଧ୍ରପ୍ରଦେଶର ପୁନର୍ଗଠନ ଅନୁଯାୟୀ, ହାଇଦ୍ରାବାଦ […]

ଅପରାଧ ରାଜ୍ୟ

କାଲିମେଳା: ଡାକ୍ତରଙ୍କୁ ମାଓବାଦୀଙ୍କ ଅପହରଣ ଅଭିଯୋଗ

କାଲିମେଳା: କାଲିମେଳାରେ ଜଣେ କର୍ତ୍ତବ୍ୟରତ ଡାକ୍ତରଙ୍କୁ ମାଓବାଦୀ ଗତକାଲି ବିଳମ୍ଭିତ ରାତିରେ ଅପହରଣ କରିନେଇଥିବା ଜଣା ପଡ଼ିଛି। ଅପହୃତ ଡାକ୍ତରଙ୍କ ନାଁ ଅମ୍ଲାନ କୁମାର ଭୋଇ ବୋଲି ସୂଚନା ମିଳିଛି। ଏ ସମ୍ପର୍କରେ ମାଓବାଦୀମାନେ ସରକାରୀ କ୍ଵାର୍ଟରରେ ସିପିଆଇ ମାଓବାଦୀ ବୋଲି ଲେଖାଥିବା ଏକ ଚିଠି ଛାଡ଼ି ଯାଇଥିବାର ସୂଚନା ମିକିଛି। ସରକାରୀ କ୍ଵାଟର ଭିତରେ ଡାକ୍ତରଙ୍କ ମୋବଇଲ ଓ ଘର ବାହାରେ ବାଇକ ରହିଥିବାର ଦେଖିବାକୁ ମିଳିଛି। ଶୁକ୍ରବାର ଦିନ ଜଣେ ମହିଳାଙ୍କ ଶବ ବ୍ୟବଚ୍ଛେଦକୁ […]

ଦେଶ ବିଦେଶ ରାଜନୀତି

ପୂର୍ବାହ୍ନ ୧୧ଟା ସୁଦ୍ଧା ଦେଶରେ ୨୬.୩୦ ପ୍ରତିଶତ ମତଦାନ

ନୂଆଦିଲ୍ଲୀ: ଦେଶରେ ଲୋକସଭା ନିର୍ବାଚନର ସପ୍ତମ ତଥା ଶେଷ ପର୍ଯ୍ୟାୟ ପାଇଁ ସାତୋଟି ରାଜ୍ୟ ତଥା ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୭ ଟି ସଂସଦୀୟ ଆସନରେ ମତଦାନ ଜାରି ରହିଛି। ଦେଶରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୬.୩୦ ପ୍ରତିଶତ ମତଦାନ ହୋଇଛି। ସେଥିମଧ୍ୟରୁ ହିମାଚଳ ପ୍ରଦେଶ ୩୧.୯୨ ପ୍ରତିଶତ ମତଦାନ ହୋଇଥିବାବେଳେ ଓଡିଶାରେ ୨୨.୬୪ ପ୍ରତିଶତ ମତଦାନ ହୋଇଛି। ସେହିପରି ପଞ୍ଜାବରେ ୩୨.୯୧ ପ୍ରତିଶତ, ଚଣ୍ଡିଗଡ଼ରେ ୨୫.୦୩ ପ୍ରତିଶତ, ଉତ୍ତରପ୍ରଦେଶରେ ୨୮.୦୨ ପ୍ରତିଶତ ମତଦାନ ହୋଇଛି। ଏହା […]

ରାଜନୀତି ରାଜ୍ୟ

ଭୋଟ୍ ନଦେଇ ଫେରିଲେ ଭୋଟର

ଯାଜପୁର : ଯାଜପୁର ବିଧାନସଭା ମଣ୍ଡଳୀ ୯୮ ନମ୍ବର ବୁଥରେ ଇଭିଏମ ଅଚଳ। ଆରମ୍ବ ହୋଇପାରୁନି ମତଦାନ। ସକାଳ ୬ ରୁ ଲୋକ ଧାଡ଼ିରେ  ଠିଆ ହୋଇଥିଲେ। ତେବେ ଜଣେ ଭୋଟ ଦେବା ପରେ ମତଦାନ ବନ୍ଦ ରହିଛି। ଇଭିଏମ ଅଚଳ ଯୋଗୁ ମତଦାନ ଆରମ୍ଭ ହୋଇ ପାରି ନଥିଲା। ଫଳରେ ଭୋଟରଙ୍କ ଭିତରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଥିଲା। ଭୋଟ ନ ଦେଇ ପାରି ବିରକ୍ତ  ହୋଇ ଭୋଟର ଘରକୁ ଫେରିଯାଇଛନ୍ତି।

ରାଜନୀତି ରାଜ୍ୟ

ପ୍ରତ୍ୟେକ ନାଗରିକ ଜାତୀୟ ସ୍ୱାର୍ଥ ପାଇଁ ଭୋଟ୍ ଦେବା ଉଚିତ୍: ବାଲେଶ୍ବର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ

ବାଲେଶ୍ବର: ବାଲେଶ୍ବର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ନିଜର ମତଦାନ ଅଧିକାରେ ସାବ୍ୟସ୍ତ କରିଛନ୍ତି। ଭୋଟ୍ ଦେବାପରେ ସେ କହିଛନ୍ତି ଭୋଟ୍ ଦେବା ପ୍ରତ୍ୟେକ ନାଗରିକଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଅଧିକାର, କର୍ତ୍ତବ୍ୟ ଏବଂ ଦାୟିତ୍ବ ଅଟେ। ଏହି ମୁହୂର୍ତ୍ତଗୁଡିକ ମୋତେ ଖୁସି ଦେଇଥାଏ, ଲୋକମାନେ ବାହାରକୁ ଆସି ଜାତୀୟ ସ୍ୱାର୍ଥ ପାଇଁ ଭୋଟ୍ ଦେବା ଉଚିତ୍।