କଏନ୍ ନେବାକୁ ମନା କଲେ କାର୍ଯ୍ୟାନୁଷ୍ଠାନ ହେବ: ରିଜର୍ଭ ବ୍ୟାଙ୍କ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : କଏନ ଗ୍ରହଣ କରିବାକୁ କୌଣସି ଦୋକାନି କିମ୍ବା ବ୍ୟବସାୟୀ ମନା କରିପାରିବେ ନାହିଁ। ଯେଉଁମାନେ ସେଭଳି କାମ କରିବେ ସେମାନଙ୍କ ପାଇଁ ଭାରତ ସରକାରଙ୍କ ପକ୍ଷରୁ ଦଣ୍ଡ ବିଧାନର ବ୍ୟବସ୍ଥା ରହିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ […]









