ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି: ରାଉରକେଲା ଓ ଭୁବନେଶ୍ୱର ସମେତ ଛଅଟି ସ୍ଥାନରେ ଏକକାଳୀନ ଚଢ଼ଉ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ରାଉରକେଲା/ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ରାଉରକେଲା ଆରଡବଲୁ ଡିଭିଜନରେ କନିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିବା ନନ୍ଦୀ କିଶୋର ନାଥ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କର କାର୍ଯ୍ୟାଳୟ ଓ ବାସଭବନ ସମେତ ଛଅଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଥିବା ନେଇ […]









