ଟ୍ରକ୍ ତଳେ ଚପି ବାପା-ପୁଅ ମୃତ
ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ୧୬ ନମ୍ବର୍ ଜାତୀୟ ରାଜପଥର ବଡ଼ଘାଟିରେ ଆଜି ଭୋର୍ରୁ ଏକ ମାଲ୍ ବୋଝେଇ ଟ୍ରକ୍ ଓଲଟି ପଡ଼ିବାରୁ ଏହାତଳେ ଚାପି ହୋଇ ବାଇକ୍ରେ ଥିବା ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଦୁଇଜଣ ହେଲେ ପୁରୁଷୋତ୍ତମପୁର ବ୍ଲକ୍ ସମା ବଜରଙ୍ଗସାହିର ବାବୁଲା ପ୍ରଧାନ(୪୫) ଓ ତାଙ୍କ ପୁଅ ରାକେଶ ପ୍ରଧାନ(୨୦)। ଉଭୟ ବାପାପୁଅ କାମ କରିବା ପାଇଁ ଭୋର୍ରୁ ବାଇକ୍ ଯୋଗେ ଭେଜିପୁଟ ଯାଉଥିବା ବେଳେ ବଡ଼ଘାଟିଠାରେ ଉକ୍ତ ମାଲ୍ ବୋଝେଇ […]









