୧୮ରେ ଲେଉଟିବ ଶୀତ
ଭୁବନେଶ୍ବର : ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ। ଅନ୍ୟ ଜିଲ୍ଲାଗୁଡ଼ିକରେ ସେଭଳି କୌଣସି ପରିବର୍ତ୍ତନ ଦେଖାଦେବ ନାହିଁ। ପରବର୍ତ୍ତୀ ଦୁଇ ଦିନ ମଧ୍ୟ ଏହିଭଳି ସ୍ଥିତି ଜାରି ରହିବ। ମାତ୍ର ଏହା ପରେ ଅର୍ଥାତ୍ ୧୮ ତାରିଖ ବେଳକୁ ରାତି […]









