ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ ନେଲେ ବର୍ଷା
ଭୁବନେଶ୍ବର : ପଦ୍ମପୁର ଉପନିର୍ବାଚନରେ ବିଜୟୀ ହେବା ପରେ ଶୁକ୍ରବାର ଦିନ ବର୍ଷା ସିଂ ବରିହା ଦଳର ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଦଳର ବରିଷ୍ଠ ନେତା ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, କଳିକେଶ ସିଂହଦେଓ, ପ୍ରଭାସ କୁମାର ସିଂ, ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ, ମନ୍ତ୍ରୀ ଟୁକୁନି ସାହୁ, ରୀତା ସାହୁ, ବିଜେଡି ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖଙ୍କ ସହିତ ଯାଇ ବର୍ଷା ନବୀନଙ୍କ ଆଶୀର୍ବାଦ ନେଇଥିଲେ। ଏହା ପୂର୍ବରୁ ସେ […]









