୬ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ, ଶରୀରର ବିଭିନ୍ନ ସ୍ଥାନରେ ରହିଛି କ୍ଷତ ଚିହ୍ନ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ସମ୍ବଲପୁର ୦୬।୧୨ : ଯୁଯୁମୁରାଠାରେ ଥିବା ଏଆଇପିଏଲ ବା ଅଗ୍ରଓ୍ବାଲ ଇନଫ୍ରାବୁଇଲଡ ପ୍ରାଇଭେଟ ଲିମିଟେଡରେ ଡ୍ରାଇଭରଙ୍କୁ ମାଡ ଅଭିଯୋଗ | ୬ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଏନେଇ ବିଭିନ୍ନ ମହଲରେ ଉଦବେଗ ପ୍ରକାଶ ପାଇଛି | […]









