୨୨ ଗ୍ରାମ ବ୍ରାଉନ ସୁଗାର ଜବତ; ଜଣେ ଯୁବକଙ୍କୁ ଗିରଫ କଲା ଅବକାରୀ ଟିମ୍
ଧର୍ମଗଡ଼ ୨୫/୧୧: କଳାହାଣ୍ଡି ଜିଲ୍ଲା ଭବାନିପାଟଣା ସହରରେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛିl ଏଥିରେ ଯୁବ ବର୍ଗ ଲିପ୍ତ ହୋଇ ଅପରାଧ କରୁଥିବା ଦେଖିବାକୁ ମିଳୁଛିl କି ଭବାନିପାଟଣା ପରିବହନ କାର୍ଯ୍ୟାଳୟ ସାମ୍ନାରେ କିଛି ଯୁବକ ବ୍ରାଉନ ସୁଗାର କାରବାର କରୁଥିବା ଅବକାରୀ ବିଭାଗ ଜାଣିପାରିଥିଲାl ଏନେଇ ଅବକାରୀ ପୋଲିସ ଗ୍ରାହକ ହୋଇ ଯାଇଥିଲେ। ସେଠାରେ ଜଣେ ଯୁବକଙ୍କୁ ୨୨ ଗ୍ରାମ ବ୍ରାଉନ ସୁଗାର ସହିତ ୭ ହଜାର ୩ଶହ ଟଙ୍କା ଏବଂ ଗୋଟିଏ […]









