ଭଷାଣୀ ବେଳେ ଅଘଟଣ : ବାଣ ଫୁଟି ୪୦ ଆହତ, ସ୍ୱତନ୍ତ୍ର ଡାକ୍ତରୀ ଟିମ୍ଙ୍କ ଚିକିତ୍ସା ଜାରି
କଟକ ୨୪।୧୧: କେନ୍ଦ୍ରାପଡା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭଷାଣୀ ସମୟରେ ଅଘଟଣ। ବାଣ ଫୁଟି ୪୦ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କ ମଧ୍ୟରୁ ୩୦ ଜଣଙ୍କୁ ଏସିବି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଅନେକଙ୍କ ଅବସ୍ଥା ଅତି ଗୁରୁତର ରହିଛି । ପ୍ରଥମେ ସମସ୍ତଙ୍କୁ କାଜୁଆଲଟିରେ ଆସୁ ଚିକିତ୍ସା ଯୋଗାଇବା ପରେ ଯାହାର ଆଇସିୟୁ , ସେଣ୍ଟ୍ରାଲ ଆଇସିୟୁ ଆବଶ୍ୟକ ସେମାନଙ୍କୁ ପଠେଇ ଦିଆଯାଇଛି। ସେପଟେ ମେଡିକାଲର ଏକ ସ୍ଵତନ୍ତ୍ର ଡାକ୍ତରୀ ଦଳ ସମସ୍ତଙ୍କ […]









