ପରଲୋକରେ ପୂର୍ବତନ ମନ୍ତ୍ରୀ ଗୋଲକ ବିହାରୀ ନାୟକ, ଦୀର୍ଘ ଦିନ ଥିଲେ ଅସୁସ୍ଥ
ବାରିପଦା ୨୩।୧୧ : ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ଉଦଳା ବିଧାୟକ ଶ୍ରୀ ଗୋଲକ ବିହାରୀ ନାୟକ । ଦୀର୍ଘ ଦିନରୁ କିଡନୀ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ ଗୋଲକ ନାୟକ । ବୁଧବାର ବାରିପଦାର ଏକ ଘରୋଇ ନର୍ସିଂହୋମରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା । ଖବର ଅନୁଯାୟୀ, ଗୋଲକ ବିହାରୀ ନାୟକ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟିର […]









