ଶ୍ରୀଗୁଣ୍ଡିଚା ମନ୍ଦିର ବୁଲିଲେ ଗଜପତି ମହାରାଜା, ନାଟ ମଣ୍ଡପରେ ହୋଇଥିଲା ଫାଟ
ପୁରୀ ୨୨।୧୧ : ଶ୍ରୀଗୁଣ୍ଡିଚା ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ଗଜପତି ମହାରାଜା । ଶ୍ରୀଗୁଣ୍ଡିଚା ମନ୍ଦିର ନାଟ ମଣ୍ଡପରେ ୪ଟି ବିମ୍ରୁ ଗୋଟିଏ ବିମ୍ ଓ ୩ଟି କଲମରେ ଫାଟ ସୃଷ୍ଟି ହୋଇଥିବା ବେଳେ ତାହାକୁ ୨ ମାସ ମଧ୍ୟରେ ସାରିବା ପାଇଁ ନିଷ୍ପତ୍ତି ହୋଇଥିଲା । କାର୍ଯ୍ୟକୁ କିଭଳି ତ୍ୱରାନ୍ୱିତ କରାଯିବ ତାହାର ଅନୁଧ୍ୟାନ କରିଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଭାପତି ଗଜପତି ମହାରାଜା । ଏହି ଅବସରରେ ଗଜପତିଙ୍କ ସହ ଶ୍ରୀମନ୍ଦିର ବୈଷୟିକ […]









