ଫୁଲବାଣୀ ସମେତ କନ୍ଧମାଳରେ ଶୀତ ଲହରୀ, ଥଣ୍ଡା ସାଙ୍ଗକୁ ଘନ କୁହୁଡି ଲାଗି ଅସ୍ତବ୍ୟସ୍ତ ଜନ ଜୀବନ
କନ୍ଧମାଳ ୧୫/୧୧: ଗତ ଦୁଇ ତିନି ଦିନ ହେଲା କନ୍ଧମାଳରେ ପ୍ରବଳ ଶୀତ ଅନୁଭୁତ ହେଉଛି । ଫୁଲବାଣୀ ସମେତ ସମଗ୍ର କନ୍ଧମାଳ ଜିଲ୍ଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି । ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି । ଘନ କୁହୁଡିର ଚାଦର ତଳେ ସାରା କନ୍ଧମାଳ । କୁହୁଡି ଯୋଗୁ ମୁହଁକୁ ମୁହଁ ଦେଖାଯାଉନି । ଫଳରେ ସକାଳ ୯ଟା ପୂର୍ବରୁ ଘରୁ ପଦାକୁ ବାହାରି ପାରୁ […]









