ଶ୍ରୀଗୁଣ୍ଡିଚା ମନ୍ଦିରରେ ଏବେ ବି କୋଭିଡ୍ କଟକଣା
ପୁରୀ : ଶ୍ରୀମନ୍ଦିର ଭଳି ଶ୍ରୀଗୁଣ୍ଡିଚା ମନ୍ଦିର ଭକ୍ତଙ୍କ ପାଇଁ ସଂପୂର୍ଣ୍ଣ ଖୋଲା ଥିଲା। ବାହାରୁ ଆସୁଥିବା ଭକ୍ତମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରଭୁଙ୍କ ଜନ୍ମସ୍ଥାନ ଶ୍ରୀଗୁଣ୍ଡିଚା ମନ୍ଦିର ବି ବୁଲି ଘରକୁ ଫେରୁଥିଲେ। କିନ୍ତୁ କୋଭିଡ୍ ପାଇଁ ୩ ବର୍ଷ ହେବ ଶ୍ରୀଗୁଣ୍ଡିଚା ମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରହିଛି। ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲିଥିଲେ ବି ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ପ୍ରବେଶରେ କଟକଣାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଅନ୍ୟପଟେ ଏପରି କରି […]









