ମିଥ୍ୟା ଏନ୍କାଉଣ୍ଟର ଘଟଣା, ୨୪ ଆନ୍ଦୋଳନାକାରୀଙ୍କୁ ଗିରଫ କଲା ପୋଲିସ
ମାଲକାନଗିରି ୧୪।୧୧ : କୋରାପୁଟ ଜିଲ୍ଲା ମାଳିପଦର ମିଥ୍ୟା ଏନ୍କାଉଣ୍ଟର ଘଟଣା । ୨୪ ଜଣ ଆନ୍ଦୋଳନକାରୀଙ୍କୁ ଗିରଫ କଲା ମାଲକାନଗିରି ପୋଲିସ । ସହାୟତା ଦାବିରେ ଆନ୍ଦୋଳନ କରୁଥିବା ଗାଁବାସୀଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ । ଖବର ଅନୁଯାୟୀ, ରବିବାର ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିବା ସାମାଜିକ କର୍ମୀ ଶରତ ବୁରୁଦାଙ୍କ ସହିତ ୨୪ ଜଣ ଆନ୍ଦୋଳନକାରିଙ୍କୁ ମାଲକାନଗିରି ଆଦର୍ଶ ଥାନା ପୋଲିସ ଗିରଫ କରିଛି । ଏହା ସହିତ […]









